Masthead

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ବିଧାୟକ ଦିବ୍ୟଶଙ୍କର-ପ୍ରିୟଙ୍କା

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ବିଧାୟକ ଦିବ୍ୟଶଙ୍କର ମିଶ୍ର ଓ ପ୍ରିୟଙ୍କା ଅଗସ୍ତି । ପୁରୀ ଜିଲ୍ଲା ପିପିଲିର ଦ ଆଡଭେନଚର କନଭେନସନ ଆଣ୍ଡ ରିସୋର୍ଟ ରେ ନଜର ଆସିଲେ ଦିବ୍ୟଶଙ୍କର ଓ ପ୍ରିୟଙ୍କା। ରୀତିନୀତି ଅନୁସାରେ ଆଜି ପଡ଼ିବ ହାତଗଣ୍ଠି । ସଜେଇ ହୋଇଛି ବିବାହ ମଣ୍ଡପ । ବଧୂ ବେଶରେ ସଜେଇ ହୋଇଛନ୍ତି ପ୍ରିୟଙ୍କା ।

ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ନିଜ ନିର୍ବାଚନମଣ୍ଡଳୀ ଗୋଲାମୁଣ୍ଡା ବ୍ଲକ ଦେକୋଟ ଗାଁର ଇଞ୍ଜିନିୟର ଯୁବତୀଙ୍କୁ ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି । ବେଙ୍ଗାଲୁରୁରେ ସପ୍ଟୱେର ଇଞ୍ଜିନିୟର ଥିବା ଦେକୋଟ ଗ୍ରାମର ଭବାନୀ ଅଗସ୍ତିଙ୍କ ଝିଅ ପ୍ରିୟଙ୍କା ଅଗସ୍ତି (ପିନା)ଙ୍କୁ ବିବାହ କରିବେ ଦିବ୍ୟଶଙ୍କର । ଏହା ଦିବ୍ୟଶଙ୍କର ଓ ପ୍ରିୟଙ୍କାଙ୍କ ହେବ ଦ୍ଵିତୀୟ ବିବାହ ।

ପ୍ରିୟଙ୍କା ପୂର୍ବରୁ ଧର୍ମଗଡ଼ର ଜଣଙ୍କୁ ବିବାହ କରିଥିଲେ । ୨ବର୍ଷ ପୂର୍ବରୁ ତାଙ୍କର ଛାଡପତ୍ର ହୋଇଥିଲା । ସେହିପରି ଦିବ୍ୟଶଙ୍କର ମଧ୍ୟ ଜୟପାଟଣାର ଜଣଙ୍କୁ ବିବାହ କରିଥିଲେ । କୌଣସି କାରଣରୁ ସେମାନେ ପରସ୍ପରକୁ ଛାଡପତ୍ର ଦେଇଥିଲେ । ବିଧାୟକ କ୍ୟାପଟେନ ଦିବ୍ୟଶଙ୍କରଙ୍କ ଗୋଟିଏ ପୁଅ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା