ପ୍ରଥମ ଟ୍ରାନ୍ସଜେଣ୍ଡର ଆଙ୍କରଙ୍କୁ ଗୁଳିମାଡ଼

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାକିସ୍ତାନର ପ୍ରଥମ ଟ୍ରାନ୍ସଜେଣ୍ଡର ଆଙ୍କରଙ୍କୁ ହୋଇଛି ଗୁଳିମାଡ । ପାକିସ୍ତାନର ପ୍ରଥମ ଟ୍ରାନ୍ସଜେଣ୍ଡର ନ୍ୟୁଜ୍ ଆଙ୍କର୍ ମାର୍ଭିଆ ମଲିକଙ୍କୁ ଗୁଳିମାଡ ହୋଇଥିବା ଅଭିଯୋଗ ହୋଇଛି । ଶୁକ୍ରବାର ଦିନ ତାଙ୍କ ବାସଭବନ ବାହାରେ ଅଜ୍ଞାତ ଆକ୍ରମଣକାରୀଙ୍କ ତାଙ୍କୁ ମାଡ଼ କରିଥଲେ । ଯାହା ସ୍ଥାନୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି ।

ମଲିକ ପୋଲିସକୁ କହିଛନ୍ତି ଯେ ପାକିସ୍ତାନର ଟ୍ରାନ୍ସଜେଣ୍ଡର ସମ୍ପ୍ରଦାୟ ପାଇଁ ସ୍ୱର ଉତ୍ତୋଳନ କରିବା ପାଇଁ ତାଙ୍କୁ ଧମକପୂର୍ଣ୍ଣ କଲ ଆସୁଥିଲା। ଏଥିପାଇଁ ଆକ୍ରମଣ ହୋଇଥାଏ ପାରେ ବୋଲି ସେ କହିଛନ୍ତି। । ୨୦୧୮ ରେ ପ୍ରଥମ ଏକ ନ୍ୟୁଜ୍ ଆଙ୍କର୍ ହୋଇ ଇତିହାସ ସୃଷ୍ଟି କରିଥିଲେ । ପାକିସ୍ତାନ ଫ୍ୟାଶନ ଡିଜାଇନ କାଉନସିଲ ଦ୍ୱାରା ପ୍ରତିବର୍ଷ ଆୟୋଜିତ ଏକ ପ୍ରମୁଖ ଫ୍ୟାଶନ ସୋରେ ପ୍ରଥମ ଟ୍ରାନ୍ସଜେଣ୍ଡର ମଡେଲ ହେବାର କିଛି ଦିନ ପରେ ସେ ପାକିସ୍ତାନର କୋହିନୋର ଟିଭିରେ ଡେବ୍ୟୁ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ