Masthead

ମାଓବାଦୀଙ୍କ ବର୍ବରତା, ଆଇଇଡି ବିସ୍ଫୋରଣରେ ହେଡ୍ କନେଷ୍ଟବଳ ସହିଦ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଓବାଦୀଙ୍କ ବର୍ବରତା । ଆଇଇଡି ବିସ୍ଫୋରଣରେ ହେଡ୍ କନେଷ୍ଟବଳ ସହିଦ । ମାଲକାନଗିରି ସୀମାନ୍ତ ଛତିଶଗଡ଼ର ନାରାୟଣପୁରରେ ଆଇଇଡି ବିସ୍ଫୋରଣ ହୋଇଛି । ନକ୍ସଲ ମାନେ ଓରଛା ଅଞ୍ଚଳରେ ପୋଷ୍ଟର ବ୍ୟାନର ଲଗାଇଥିବା ସୂଚନା ପାଇବା ପରେ ଡିଆରଜି ଏବଂ ସିଏଏଫ ଯବାନଙ୍କ ଏକ ମିଳିତ ଟିମ୍ ଓରଛା ପୁଲିସ ଥାନାରୁ ପାଟ୍ରୋଲିଂ ପାଇଁ ବାହାରିଥିଲେ ।

ଏହି ସମୟରେ ବଟୁମପାରା ଟେକ୍ରିରେ ଆଇଇଡି ବିସ୍ଫୋରଣ ହୋଇଥିଲା । ଏହି ବିସ୍ଫୋରଣରେ ଆହାତ ହୋଇଥିଲେ ଯଶପୁର ଜିଲ୍ଲା ବାସିନ୍ଦା ଯବାନ ସଞ୍ଜୟ ଲକଡା। ଯବାନ ମାନେ ତୁରନ୍ତ ଏହି ଅଞ୍ଚଳକୁ ସୁରକ୍ଷିତ କରି ଯବାନଙ୍କୁ ଓରଛା ଡାକ୍ତରଖାନାକୁ ପ୍ରାଥମିକ ଚିକିତ୍ସା ପାଇଁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣା ସ୍ଥଳରେ ସର୍ଚ୍ଚିଂ ଜାରି ରହିଥିବା ପୋଲିସ ସୂଚନା ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାଂଲାଦେଶ ନୋଟରୁ ହଟିଲା ଶେଖ୍ ମୁଜିବୁରଙ୍କ ଫଟୋ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ 🔴 ବାଂଲାଦେଶ ନୋଟରୁ ହଟିଲା ଶେଖ୍ ମୁଜିବୁରଙ୍କ ଫଟୋ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ