Masthead

ରାଜ୍ୟର ମୁଖ୍ୟ ଶାସନ ସଚିବ ହେବେ ପ୍ରଦୀପ କୁମାର ଜେନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟର ମୁଖ୍ୟ ଶାସନ ସଚିବ ହେବେ ପ୍ରଦୀପ କୁମାର ଜେନା । ମାର୍ଚ୍ଚ ୧ରୁ ଦାୟିତ୍ୱ ନେବେ ପ୍ରଦୀପ । ଫେବୃଆରୀ ୨୮ରେ ସରିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ । ୨ ଥର ବଢିଥିଲା ସୁରେଶ ମହାପାତ୍ରଙ୍କ ଅବଧି । ଉନ୍ନୟନ କମିସନର ଭାବେ କାର୍ଯ୍ୟ କରୁଛନ୍ତି ପ୍ରଦୀପ କୁମାର ଜେନା ।୧୯୮୯ ବ୍ୟାଚର ଆଇଏଏସ ଅଫିସର ।

ଓଡ଼ିଆ ଅଫିସର ଭାବରେ ବହୁ କାର୍ଯ୍ୟ ତୁଲାଇଛନ୍ତି । ଓଡ଼ିଶାର ଜଣେ ଦକ୍ଷ ଅଫିସର ଭାବରେ ଜଣାଶୁଣା । ଏହା ସହ ସେ ମୁଖ୍ୟ ଉନ୍ନୟନ କମିସନର ଭାବେ ଦାୟିତ୍ୱ ତୁଲାଇଲେ । ଏହା ବାଦ ତାଙ୍କ ପାଖେ ଥିବା ଅନ୍ୟ ଅତିରିକ୍ତ ଦାୟିତ୍ୱ ଅନୁ ଗର୍ଗଙ୍କୁ ଦିଆଯାଇଛି । ଅନୁ ଉନ୍ନୟନ କମିସନର, ଯୋଜନା ଓ ରୂପାୟନ ବିଭାଗରେ ଅତିରିକ୍ତ ଶାସନ ସଚିବ ଭାବେ କାମ କରିବେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ