Masthead

ପୂର୍ବ ଶତ୍ରୁତାରୁ କୋଇଡାରେ ଫୁଟିଲା ଗୁଳି

କୋଇଡ଼ା (ବଡ଼ ଖବର ବ୍ୟୁରୋ): ପୂର୍ବ ଶତ୍ରୁତାରୁ କୋଇଡାରେ ଫୁଟିଲା ଗୁଳି । ଢାବା ମାଲିକ ଓ ସହଯୋଗୀଙ୍କୁ ଗୁଳି । ଏଭଳି ଅଭାବନୀୟ ଘଟଣା ଘଟିଛି କୋଇଡା ଥାନା ମାଲଦା ଗ୍ରାମରେ । ଢ଼ାବା ମାଲିକଙ୍କ ମୃତୁ୍ୟ ହୋଇଥିବାବେଳ ସହଯୋଗୀ ଆହତ ହୋଇଛନ୍ତି । ମୃତ ଢାବା ମାଲିକ ହେଲେ ରମେଶ ଚାତମ୍ବ । ରମେଶ ଓ ତାଙ୍କ ସହଯୋଗୀ ରାମ ପୂର୍ତ୍ତି ଏକ କାର୍ଯ୍ୟକ୍ରମରୁ ପରିବାର ସହିତ ଫେରିଥିବା ସମୟରେ ନିଜ ଢ଼ାବାରେ ପହଞ୍ଚିଥିଲେ ।

ପରେ ୨ ଜଣ ଦୁର୍ବୃତ୍ତ ବାଇକରେ ଆସି ମିଲ୍ ଅଛିକି ନାହିଁ ପଚାରିଥିଲେ । ରମେଶ ମିଲ ନଥିବା କହିବା ପରେ ହଠାତ୍ ଗୁଳି ଫୁଟାଇଥିଲେ । ଉଭୟଙ୍କୁ ଯୋଡ଼ା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ଡାକ୍ତର ରମେଶଙ୍କୁ ମୃତ ଘୋଷଣା କରିଥିଲେ । କୋଇଡା ପୋଲିସ୍ ଘଟଣସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା