Masthead

ଚାଷୀ ସମସ୍ୟାକୁ ବିଜେପିର ମୁଖ୍ୟ ପ୍ରସଙ୍ଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଚାଷୀ ପ୍ରସଙ୍ଗ ନେଇ ବିଜେପି ମୁଲିତବୀ ପ୍ରସ୍ତାବ ଆଗତ କରିଛି । ମଣ୍ଡିରେ ଧାନ ପଡ଼ିଛି । ସରକାର କିଣୁ ନାହାନ୍ତି । ଚାଷୀମାନେ ଦିନ ରାତି ଜଗି ରହିଛନ୍ତି । ଧାନ କିଣା ଯାଉ ନଥିବାରୁ ଧାର କରଜରେ ବୁଡ଼ି ରହିଥିବା ଚାଷୀଙ୍କ ଚିନ୍ତା ବଢି ଯାଇଛି । ଏସମ୍ପର୍କରେ ଗୃହରେ ଆଲୋଚନା କରିବା ପାଇଁ ବିଜେପି ଦେଇଛି ମୁଲତବୀ ପ୍ରସ୍ତାବ ।

୨୦୨୩-୨୪ ବଜେଟ ଆଗତ ପରେ ହୋଇଥିଲା ଆଲୋଚନା । ଆଲୋଚନା ପରେ ପରେ ଗୃହକୁ ବାଚସ୍ପତି ମୁଲତବୀ ଘୋଷଣା କରିଥିଲେ । ଆଜି ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ ବିଜେପି ଚାଷୀ ସମସ୍ୟାକୁ ମୁଖ୍ୟ ପ୍ରସଙ୍ଗ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼