Masthead

ପୁଣି ଆଉ ଏକ ହିଟ୍ ଆଣ୍ଡ ରନ୍ ମାମଲା

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ):  ହିଟ୍ ଆଣ୍ଡ ରନ୍ ମାମଲା । ପୁଣି ଆଉ ଏକ ମାମଲା ସାମ୍ନାକୁ ଆସିଛି । ଉତ୍ତରପ୍ରଦେଶର ମହୋବାରେ ଜେଜେ ନାତିଙ୍କୁ ୨ କିଲୋମିଟର ଘୋଷାଡ଼ି ନେଇଛି ଡମ୍ପର । ସ୍କୁଟିକୁ କାର୍ ଘୋଷାଡି ନେଉଛି ତ ଆଉ କେଉଁଠି ବ୍ୟକ୍ତିଙ୍କୁ କାର୍। ନିକଟରେ ଦିଲ୍ଲୀରେ ଜଣେ ଯୁବତୀଙ୍କୁ କାର୍ ଘୋଷାଡି ନେବା ପରେ ତାଙ୍କର ମୃତ୍ୟୁ ହୋଇଥିଲା। ଦିଲ୍ଲୀ ପରେ ଏବେ ଉତ୍ତରପ୍ରଦେଶରେ ଘଟିଛି ସମାନ ଘଟଣା। ମାର୍କେଟ ଯାଉଥିବା ବେଳେ ଜେଜେ-ନାତୀଙ୍କୁ ଏକ ଡମ୍ପର୍ ଧକ୍କା ଦେଇ ୨ କିଲୋମିଟର ଘୋଷାଡି ନେଇଛି।

ଉତ୍ତରପ୍ରଦେଶର ମହୋବା ସହରର ଜଣେ ୬୭ ବର୍ଷୀୟ ବୃଦ୍ଧ ନିଜ ୬ ବର୍ଷର ନାତୀକୁ ସ୍କୁଟିରେ ବସାଇ ମାର୍କେଟ୍ ଯାଉଥିଲେ। ଏତିକି ବେଳେ ଏଚ୍‌ପି ପେଟ୍ରୋଲ ପମ୍ପ ନିକଟରେ ତାଙ୍କ ସ୍କୁଟିକୁ ଧକ୍କା ଦେଇଥିଲା ଦ୍ରୁତଗତିରେ ଆସୁଥିବା ଏକ ଡମ୍ପର୍। ତେବେ ଘଟଣାସ୍ଥଳରେ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ଡମ୍ପର ତଳେ ସ୍କୁଟି ସମତେ ୬ ବର୍ଷର ଛୋଟ ଛୁଆ ଫସି ଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା