Masthead

୫୩୭ମହିଳା ଓ ଶିଶୁ ଡେସ୍କ ରାଜ୍ୟରେ କାମ କରୁଛି: ତୁଷରକାନ୍ତି ବେହେରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ୬ଟି ମହିଳା ଥାନା ରହିଛି। ଖାଲି ଯେ ମହିଳା ଥାନା ନୁହେଁ ନାରୀ ସୁରକ୍ଷା ଯୋଗାଇବା ପାଇଁ ୫୩୭ମହିଳା ଓ ଶିଶୁ ଡେସ୍କ ବ୍ୟବସ୍ଥା କରାଯାଇଛି। ୩୬ଟି ଓମେନ୍ ଚାଇଲ୍ଡ ମହିଳା ଶିଶୁ ଶେଷ ମଧ୍ୟ ଗଠିତ ହୋଇଛି। ହେଲ୍ପ ଲାଇନ ୧୮୧ ସମ୍ପର୍କ ହେଲ୍ପ ଲାଇନ ର ମଧ୍ୟ ବ୍ୟବସ୍ଥା କରାଯାଇଛି। ଗୃହରେ ଉତ୍ତର ରଖିଛନ୍ତି ଗୃହରାଷ୍ଟ୍ର ମନ୍ତ୍ରୀ ତୁଷାର କାନ୍ତି ବେହେରା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ