Masthead

‘ଏ ସରକାରକୁ ଚଲାଉଛି କିଏ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶୂନ୍ୟକାଳରେ ବିରୋଧୀ ଦଳ ନେତା ଉଠାଇଲେ ବଡ଼ ପ୍ରସଙ୍ଗ । ଏ ସରକାରକୁ ପ୍ରକୃତରେ ଚଳଉଛି କିଏ । ବିରୋଧୀ ଦଳ କହିଲେ ଏହା ସ୍ବଭାବିକ କଥା ବୋଲି କୁହାଯିବ। କିନ୍ତୁ ଗତକାଲି ଖଣ୍ଡପଡ଼ାର ସଦସ୍ୟ ତଥା ବିଜେଡି ବିଧାୟକ କହିଛନ୍ତି ମନ୍ତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ପାରୁ ନାହାନ୍ତି ।

ମିନିଷ୍ଟର ଉପରେ ସୁପର ମିନିଷ୍ଟର ରହିଛନ୍ତି । କନସଲଷ୍ଟାଣ୍ଡ ଉପରେ ସରକାର ନିର୍ଭରଶୀଳ । ବୁକ ସରକୁଲାର ୪୭ କୁ କେହି ମାନୁ ନାହାନ୍ତି । ଗୃହର ସୁରକ୍ଷା କର୍ତ୍ତା ହିସାବରେ ଆମ ସୁରକ୍ଷା ଆପଣଙ୍କ ଦାୟିତ୍ୱ । ଆପଣ ନିର୍ଦ୍ଦେଶ ଦିଅନ୍ତୁ ଯେଉଁମାନେ ବୁକ ସରକୁଲାର ୪୭ ପାଳନ କରୁ ନାହାନ୍ତି ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ