Masthead

ଶୂନ୍ୟକାଳରେ ଉଠିଲା ନବ ଦାସ ହତ୍ୟା ମାମଲା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଧାନସଭାରେ ଶୂନ୍ୟକାଳରେ ପୁଣି ଥରେ ଉଠିଲା ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡ ପ୍ରସଙ୍ଗ । କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଆଣିଲେ ସାଙ୍ଘାତିକ ଅଭିଯୋଗ । ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡ ହେଉଛି ପ୍ଲାନଡ଼ ମର୍ଡର । ବିଜେପି କହୁଛି ସିବିଆଇ ଆମେ କହୁଛୁ ଏସଆଇଟି ତଦନ୍ତ ହେଉ ।

ଗୃହରେ ଯାହା ସରକାର ଉତ୍ତର ରଖୁଛନ୍ତି ଯାହା କ୍ରାଇମବ୍ରାଞ୍ଚର ତଦନ୍ତ ହେଉଛି, ତାହା ଲୋକଙ୍କୁ ଛୁଉଁନି । ଗୋପାଳ କେବଳ ପାଗଳ କି ନୁହେଁ ତାହା ତଦନ୍ତ ହେଉଛି କିନ୍ତୁ ସେ କାହିଁକି ମାରିଲା ତାହା ତଦନ୍ତ ହେଉନି । ଏ ନେଇ ଟାଇମ ଟୁ ଟାଇମ ଗୃହ ରାଷ୍ଟ୍ରମନ୍ତ୍ରୀ ବିଧାନସଭାରେ ତଥ୍ୟ ଉପସ୍ଥାପନ କରନ୍ତୁ ବୋଲି ବାଚସ୍ପତିଙ୍କ ରୁଲିଂ ଦାବି କଲେ ତାରା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା