Masthead

ନବଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ହେଉ : ବିଜେପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶୂନ୍ୟକାଳରେ କଂଗ୍ରେସ ନବ ଦାସ ହତ୍ୟା ମାମଲା ଉଠାଇଥିବା ବେଳେ ବିଜେପି ମଧ୍ୟ ଦୋହୋରାଇ ଥିଲା । ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ ବି ଉଠାଇଲେ ନବ ଦାସ ହତ୍ୟାକାଣ୍ଡ ଘଟଣା । ଦଳର ବିଧାୟକ ସୁବାସ ପାଣିଗ୍ରାହୀ ଏହି ପ୍ରସଙ୍ଗ ଉଠାଇ କହିଛନ୍ତି । ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡକୁ ମାସେ ବିତିବାକୁ ଯାଉଛି । କିନ୍ତୁ ତଦନ୍ତ କେବଳ ଗୋପାଳ ପାଖରେ ସୀମିତ ରହିଛି । ଗୋପାଳକୁ ପାଗଳ ସାବ୍ୟସ୍ତ କରିବା ପାଇଁ ବିଭିନ୍ନ ଜାଗାକୁ ନେଉଛନ୍ତି । ତେଣୁ ବିଜେପିର ଦାବି ସିବିଆଇ ତଦନ୍ତ ହେଉ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ