Masthead

ଗୋପାଳ ପାଇଛି ୧୮ ପ୍ରଶଂସାପତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କରିଥିବା ସନ୍ଦେହରେ ଜେଲରେ ଥିବା ପୂର୍ବତନ ଏଏସଆଇ ନବ ଦାସଙ୍କୁ ମିଳିଛି ୧୮ ପୁରସ୍କାର । ୧୯୯୨ ଜୁଲାଇ ୮ରେ ବ୍ରହ୍ମପୁର ପୋଲିସ ଜିଲ୍ଲାରେ କନଷ୍ଟେବଳ ଭାବେ ନିଯୁକ୍ତି ପାଇଥିବା ଗୋପାଳ ୨୦୦୯ରେ ଏଏସଆଇ ପଦବୀକୁ ପଦୋନ୍ନତି ପାଇଥିଲେ । ସେ ଝାରସୁଗୁଡ଼ା ଜିଲ୍ଲାରେ ନିଯୁକ୍ତ ହୋଇ ବିଭିନ୍ନ ଥାନା ଓ ଫାଣ୍ଡିରେ ୧୩ ବର୍ଷ କାର୍ଯ୍ୟ କରିଛନ୍ତି ବୋଲି ବିଧାୟିକା କୁସୁମ ଟେଟେଙ୍କ ପ୍ରଶ୍ନର ଉତ୍ତରରେ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା କହିଛନ୍ତି ।

ମନ୍ତ୍ରୀ କହିଛନ୍ତି ଗୋପାଳ ବଡ଼ମାଳ, କୋଲାବିରା, ବନହରପାଲି, ବେଲପାହାଡ଼ ଥାନାରେ କାର୍ଯ୍ୟ କରିଛନ୍ତି । ୨୦୨୦ ନଭେମ୍ବର ୨୭ରୁ ସେ ଝାରସୁଗୁଡାର ଗାନ୍ଧୀଛକ ଫାଣ୍ଡିରେ କାର୍ଯ୍ୟ କରୁଥିଲେ । ସମୁଦାୟ ୧୮ଟି ଜିଏସ ମାର୍କ ତାଙ୍କୁ ମିଳିଛୀ । ୯ ଥର ମନୀ ରିୱାର୍ଡ ପାଇଛନ୍ତି । ଗୋପାଳଙ୍କୁ ୧୮ଟି ପ୍ରଶଂସା ପତ୍ର ମିଳିଛି ବୋଲି ମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା