Masthead

‘ଚଣ୍ଡିଖୋଲରେ ହେବ ନାହିଁ ଜେଲ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ବିଭିନ୍ନ ଶ୍ରେଣୀର ୮୭ ଟି କାରାଗାର ଅଛି । ୫ ଟି ମଣ୍ଡଳ କାରାଗାର, ୯ଟି ଜିଲ୍ଲା କାରାଗାର, ୨ ଟି ସ୍ୱତନ୍ତ୍ର କାରାଗାର, ୬ ଟି ସ୍ୱତନ୍ତ୍ର ଉପକାରାଗାର, ୬୨ ଉପକାରାଗାର, ଗୋଟିଏ ନାରୀ ବନ୍ଦୀ ନିକେତନ , ଗୋଟିଏ ଆଦର୍ଶ କଏଦୀ କାରାଗାର ଓ ଗୋଟିଏ ମୁକ୍ତାକାଶ ଆଶ୍ରମ ରହିଛି ।

ଆସନ୍ତା ଆର୍ଥିକ ବର୍ଷରେ ନୂତନ କାରାଗାର ପ୍ରତିଷ୍ଠା ପାଇଁ ସରକାରଙ୍କ ନିକଟରେ କୌଣସି ପ୍ରସ୍ତାବ ନାହିଁ ବୋଲି ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାର କାନ୍ତି ବେହେରା ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଉତ୍ତରରେ କହିଛନ୍ତି । ଯାଜେପୁର ଜିଲତଳାର ଚଣ୍ଡିଖୋଲରେ ନୂତନ କାରାଗାର ପ୍ରତିଷ୍ଠା ପାଇଁ ସରକାରଙ୍କ କୌଣସି ଯୋଜନା ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି