Masthead

ମାର୍ଚ୍ଚରେ ରେକର୍ଡ ଭାଙ୍ଗିବ ଖରା, ଘରୁ ବାହାରିବା ହେବ ମୁସକିଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଗକୁ ତତଲା କଡ଼େଇରେ ଭାଜି ହେବ ଓଡ଼ିଶା । କଲବଲ କରିବ ଖରା । ଘରୁ ବାହାରିବ ହେବ ମୁସକିଲ । ମାର୍ଚ୍ଚ ମାସରେ ରେକର୍ଡ ଭାଙ୍ଗିବ ଖରା । ମାର୍ଚ୍ଚ ମାସରେ ଗରମ ଆହୁରି ବଢିବ ଓ ତାହା ପୂର୍ବ ରେକର୍ଡ ଭାଙ୍ଗିବ ବୋଲି ପାଣିପାଗ ବିଶେଷଜ୍ଞମାନେ ପୂର୍ବାନୁମାନ କରିଛନ୍ତି । ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟର ଆକଳନ ଅନୁସାରେ ଆସନ୍ତା ମାର୍ଚ୍ଚ ମାସରେ ଦେଶର ଅଳ୍ପ କିଛି ଅଂଚଳକୁ ଛାଡ଼ିଦେଲେ ଅନ୍ୟ ଅଂଚଳରେ ଅପେକ୍ଷାକୃତ ଅଧିକ ଗରମ ଅନୁଭୂତ ହେବ।

ଏପ୍ରିଲ, ମେ ଓ ଜୁନ ମାସରେ ପ୍ରବଳ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବ । ସ୍କାଏମେଟ ପକ୍ଷରୁ ମାର୍ଚ୍ଚମାସ ପାଇଁ ଦେଶର ଏକ ହିଟ୍ ମ୍ୟାପ୍ ଜାରି କରାଯାଇଛି । ଏଥିରୁ ଜଣାପଡ଼ୁଛି ଯେ ଉପକୂଳବର୍ତ୍ତୀ କେତେକ ଅଂଚଳକୁ ଛାଡ଼ିଦେଲେ ସାରା ରାଜ୍ୟରେ ହାରାହାରି ତାପମାତ୍ରା ୩୮ ଡିଗ୍ରୀରୁ ୪୦ ଡିଗ୍ରୀ କିମ୍ବା ଅଧିକ ରହିବାର ସମ୍ଭାବନା ରହିଛି । ସେହିପରି ଏପ୍ରିଲ ଓ ମେ ମାସରେ ରାଜ୍ୟର ହାରାହାରି ତାପମାତ୍ରା ୪୦ରୁ ୪୫ ଡିଗ୍ରୀ ମଧ୍ୟରେ ରହିବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା