Masthead

ଫାର୍ମା କମ୍ପାନୀରେ ଭୟଙ୍କର ବିସ୍ଫୋରଣ

ଗୁଜୁରାଟ (ବଡ଼ ଖବର ବ୍ୟୁରୋ): ଫାର୍ମା କମ୍ପାନୀରେ ଭୟଙ୍କର ବିସ୍ଫୋରଣ । ୨ ମୃତ, ୨ ଗୁରୁତର । ଗୁଜୁରାଟର ଭାଲସାଦ ଜିଲ୍ଲାରେ ଥିବା ଏକ ଫାର୍ମା କମ୍ପାନୀରେ ଭୟଙ୍କର ବିସ୍ଫୋରଣ ହୋଇଛି। ବିସ୍ଫୋରଣର କାରଣ ସ୍ପଷ୍ଟ ହୋଇନାହିଁ । ସରିଗାମରେ ଥିବା ଭାନ୍‌ ପେଟ୍ରୋକେମ ଫାର୍ମା କମ୍ପାନୀରେ ସୋମବାର ବିଳମ୍ବିତ ରାତିରେ କର୍ମଚାରୀମାନେ କାର୍ଯ୍ୟରତ ଥିବାବେଳେ ପ୍ରଚଣ୍ଡ ବିସ୍ଫୋରଣ ହୋଇଥିଲା। କମ୍ପାନୀର ୩ ମହଲା ବିଲ୍ଡିଂ, ତଥା ପ୍ଲାଣ୍ଟ ଜଳିବାକୁ ଲାଗିଲା। ଖବର ପାଇବା ପରେ ଅଗ୍ନିଶମ କର୍ମଚାରୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ତେବେ ୨ ଗୁରୁତରଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଗ୍ନିକାଣ୍ଡ ଯୋଗୁ ପ୍ଲାଣ୍ଟର ଏକ ପାର୍ଶ୍ୱ ଭୁଶୁଡ଼ି ପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ