Masthead

ଓଡ଼ିଶାକୁ ମିଳିଲା ସ୍ପୋର୍ଟସ ଷ୍ଟାର ଆୱାର୍ଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚତୁର୍ଥ ଥର ଓଡ଼ିଶାକୁ ମିଳିଲା ସ୍ପୋର୍ଟସ ଷ୍ଟାର ଆୱାର୍ଡ । କ୍ରୀଡା ପ୍ରୋତ୍ସାହନ କ୍ଷେତ୍ରରେ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟ ଭାବେ ଏହି ପୁରସ୍କାର ମିଳିଛି । ପ୍ରସିଦ୍ଧ କ୍ରୀଡା ପତ୍ରିକା ସ୍ପୋର୍ଟସ ଷ୍ଟାର ପକ୍ଷରୁ ଏହି ପୁରସ୍କାର ଦିଆଯାଇଛି । ମୁମ୍ବାଇରେ ଆୟୋଜିତ ସ୍ପୋର୍ଟସ ଷ୍ଟାର ଆସେସ୍-୨୦୨୩ ଆୱାର୍ଡସ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ବେଷ୍ଟ ଷ୍ଟେଟ୍ ଫର୍ ପ୍ରମୋସନ୍ ଅଫ୍ ସ୍ପୋର୍ଟସ ପୁରସ୍କାର ଗ୍ରହଣ କରିଛନ୍ତି ।

ଚତୁର୍ଥ ଥର ପାଇଁ ଓଡ଼ିଶା ଏହି ମର୍ୟ୍ୟାଦାଜନକ ପୁରସ୍କାର ପାଇଛି । କ୍ରୀଡା କ୍ଷେତ୍ରରେ ଉତ୍କୃଷ୍ଟତା, ପ୍ରତିଯୋଗୀତା, କୋଚିଂ, ଭିତ୍ତିଭୂମି ଓ ପ୍ରତିଭାଧର କ୍ରୀଡାବିତଙ୍କ ପାଇଁ କଲ୍ୟାଣ ଯୋଜନାର ମିଳିତ ଭୂମିକାରେ ପ୍ରତିଷ୍ଠା ପାଇଥିବା ଓଡ଼ିଶାର ସ୍ପୋର୍ଟସ ମଡେଲ୍ ସ୍ୱତନ୍ତ୍ର ସ୍ଥାନ ହାସଲ କରିଛି । ପୁରସ୍କାର ପାଇଁ ହିନ୍ଦୁ ଗ୍ରୁପ ତଥା ସ୍ପୋର୍ଟସ ଷ୍ଟାରକୁ ଧନ୍ୟବାଦ ଦେଇ ମୁଖ୍ୟମନ୍ତ୍ରୀ ଏହି ପୁରସ୍କାରକୁ ଓଡ଼ିଶାର ଜନସାଧାରଣଙ୍କୁ ଉତ୍ସର୍ଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି