Masthead

ଗୃହରେ ଉଠିବ ମମିତା ମେହର ପ୍ରସଙ୍ଗ !

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):  ମମିତା ମେହର ହତ୍ୟା ମାମଲାରେ ଗିରଫ ହୋଇ କଣ୍ଟାବାଞ୍ଝି ଜେଲରେ ବିଚାରାଧୀନ ବନ୍ଦୀ ଥିବା ଗୋବିନ୍ଦ ସାହୁର ରହସ୍ୟଜନକ ଭାବେ ମୃତୁ୍ୟ ହୋଇଥିଲା । ଏହା ହତ୍ୟା ନା ଆତ୍ମହତ୍ୟା ସେହି ରହସ୍ୟ ଉନ୍ମୋଚନ କରିବାରେ କ୍ରାଇମବ୍ରାଞ୍ଚ ବିଫଳ ହୋଇଥିବାରୁ କ୍ଷୋଭ ପ୍ରକାଶ କରିଛି କଂଗ୍ରେସ । ଏ ସମ୍ପର୍କରେ ଦଳ ପକ୍ଷରୁ ମୁଲତବୀ ପ୍ରସ୍ତାବ ଦିଆଯାଇଛି । ଗୃହମନ୍ତ୍ରୀ ଏସମ୍ପର୍କରେ ଗୃହରେ ସବିଶେଷ ତଥ୍ୟ ରଖିବାକୁ ବିରୋଧୀ କଂଗ୍ରେସ ଦାବି କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ