Masthead

ଟିଏମସି ଟ୍ୱିଟର ଆକାଉଣ୍ଟରୁ ହଟିଲା ଡିପି, ବଦଳିଲା ନାମ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ତୃଣମୂଳ କଂଗ୍ରେସର ଅଫିସିଆଲ ଟୁଇଟର୍‌ ଆକାଉଣ୍ଟ ହ୍ୟାକ । ଟିଏମସି ଟ୍ୱିଟର ଆକାଉଣ୍ଟର ପ୍ରୋଫାଇଲ ଫଟୋ ଏବଂ ନାମ ବଦଳାଇ ଦିଆଯାଇଛି। ଟୁଇଟର୍‌ ହ୍ୟାଣ୍ଡେଲର ନାମ ‘ୟୁଗ ଲ୍ୟାବ’ ରଖାଯାଇଛି। ୟୁଗ ଲ୍ୟାବ ହେଉଛି ଏକ ଆମେରିକୀୟ ଆଧାରିତ ବ୍ଲକ ଚେନ ଟେକ୍ନୋଲୋଜି କମ୍ପାନୀ, ଯାହା ଏନ୍‌ଏଫ୍‌ଟି ଏବଂ ଡିଜିଟାଲ କଲେକ୍ଟିବଲ ବିକାଶ କରେ।

ଏହା ମଧ୍ୟ କ୍ରିପ୍ଟୋକରେନ୍ସି ଏବଂ ଡିଜିଟାଲ ମିଡିଆ ବିଶେଷଜ୍ଞ। ଏହା ପୂର୍ବରୁ ମଧ୍ୟ ଅନେକ ଦଳର ଟ୍ୱିଟର ହ୍ୟାଣ୍ଡେଲ ହ୍ୟାକ ହୋଇଛି। ଗତ ବର୍ଷ ଡିସେମ୍ବର ୧୦ରେ, ୱାଇଏସ୍‌ଆର୍‌ କଂଗ୍ରେସର ଅଫିସିଆଲ ଟ୍ୱିଟର ଆକାଉଣ୍ଟ ହ୍ୟାକ ହୋଇଥିଲା। ଏହି ଆକାଉଣ୍ଟରେ କ୍ରିପ୍ଟୋ ମୁଦ୍ରା ସପକ୍ଷରେ ଟ୍ୱିଟ କରାଯାଇଥିଲା। ଦଳର ଟୁଇଟର୍‌ ବାୟୋ ମଧ୍ୟ ପରିବର୍ତ୍ତନ କରାଯାଇଥିଲା। ଅକ୍ଟୋବରରେ ତେଲୁଗୁ ଦେଶମ ପାର୍ଟିର ଅଫିସିଆଲ ଟୁଇଟର୍‌ ଆକାଉଣ୍ଟକୁ ମଧ୍ୟ ହ୍ୟାକ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି