Masthead

ଗୃହରେ ଶାସକ-ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଶୂନ୍ୟକାଳରେ ବିଜେଡି ପକ୍ଷରୁ ଗୃହରେ ହଙ୍ଗାମା । ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ପୋଷ୍ଟର ଧରି ବିଜେଡି ନାରାବାଜି କରିଛି । ସେପଟେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ମଧ୍ୟ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। କହିଛନ୍ତି ଗୃହର ନେତା ଗୃହକୁ ନ ଆସି ବାହାରେ ବୁଲୁଛନ୍ତି, କ’ଣ ବାର୍ତ୍ତା ଦେଉଛି। ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ହତ୍ୟାକୁ ନେଇ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗ ଥିବା ବେଳେ ମୁଖ୍ୟମନ୍ତ୍ରୀ ବାହାରେ ବୁଲୁଛନ୍ତି। ନବ ଦାସ ହତ୍ୟାକାଣ୍ଡକୁ ନେଇ ବିରୋଧୀ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଛି । ହଟ୍ଟଗୋଳ ପରେ ଅପରାହ୍ନ ୪ଟା ଯାଏ ଗୃହକୁ ମୁଲତବୀ କରିଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା