Masthead

ପୁଣି ଧନୀ ତାଲିକାର ଟପରେ ଏଲନ୍ ମସ୍କ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ପୁଣି ଧନୀ ତାଲିକାର ଟପରେ ରହିଲେ ଏଲନ୍ ମସ୍କ । ପଛରେ ପଡିଲେ ବର୍ଣ୍ଣାଡ୍ ଆର୍ଣ୍ଣଲ୍ଟ । ବ୍ଲୁମବର୍ଗ ରିପୋର୍ଟରୁ ଜଣାପଡ଼ିଛି ଯେ ୨୦୨୨ରେ ମସ୍କ ଦୁନିଆର ସବୁଠାରୁ ଧନୀ ବ୍ୟକ୍ତିଙ୍କ ଆସନ ହରାଇଥିଲେ । ଟେସ୍‌ଲାର ସେୟାର ହ୍ରାସ ପାଇଥିବାରୁ ମସ୍କଙ୍କ ସଂପତ୍ତି ବି ହ୍ରାସ ପାଇଥିଲା। ତାଙ୍କ ସ୍ଥାନ ଅଧିକାର କରିଥିଲେ ଲୁଇସ୍‌ ଭୁଇଟନ୍‌ର ସିଇଓ ବର୍ଣ୍ଣାଡ ଆର୍ଣ୍ଣଲ୍ଟ। ପ୍ରାୟ ୨ ବର୍ଷ ପରେ ମସ୍କ ପୁଣି ଥରେ ତାଙ୍କ ସ୍ଥିତିକୁ ଫେରିଛନ୍ତି । ପୁଣି ବିଶ୍ୱର ପ୍ରଥମ ଧନୀ ତାଲିକାରେ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ