Masthead

୧ ଆତଙ୍କୀ ନିହତ, ୨ ଯବାନ ସହିଦ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ସୁରକ୍ଷାକର୍ମୀ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ଜଣେ ଆତଙ୍କୀ ନିହତ, ୨ ଯବାନ ଆହତ । କାଶ୍ମୀରର ଅବନ୍ତିପୋରାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିବା ନେଇ ସୂଚନା ମିଳିଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ମୃତ ଆତଙ୍କବାଦୀ ଜଣକ ପୁଲୱମାରେ ମୃତ୍ୟୁ ବରଣ କରିଥିବା କାଶ୍ମୀର ପଣ୍ଡିତଙ୍କ ହତ୍ୟା ଘଟଣାରେ ସାମିଲ ଥିଲା ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଏହାସହ ଗୁଳିବିନିମୟ ସମୟରେ ୨ ଯବାନ ଆହତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ହସ୍ପିଟାଲରେ ନିଆଯାଇ ଚିକିତ୍ସା କରାଯାଉଛି। ବର୍ତ୍ତମାନ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼