Masthead

‘୩ବର୍ଷରେ କୌଣସି ବାଘ ରାଜ୍ୟରେ ମରିନାହିଁ’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୨୦୧୯-୨୦ ଠାରୁ ୨୦୨୧-୨୨ ମଧ୍ୟରେ ରାଜ୍ୟରେ ବାଘ ମୃତ୍ୟୁ ହୋଇନାହିଁ । କିନ୍ତୁ ଏହି ସମୟ ମଧ୍ୟରେ ୨୪୫ ହାତୀ ମରିଛନ୍ତି । ଏଥିରୁ ୬ଟି ହାତୀଙ୍କୁ ଶିକାର କରାଯାଇଛି । ଏହି ସମୟ ମଧ୍ୟରେ ହାତୀ ଶିକାର, ଦାନ୍ତ ଚୋରାଚାଲାଣ, ବାଘ ଛାଲ ଚୋରାଚାଲାଣ ଅଭିଯୋଗରେ ୪୭ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ସେମାନଙ୍କ ଠାରୁ ୩୯ ହାତୀ ଦାନ୍ତ, ଗୋଟିଏ ବାଘଚାଲ ଓ ୯ଟି ବାଘ ନଖ ଜବତ କରାଯାଇଛି ବୋଲି ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ପ୍ରଶ୍ନର ଉତ୍ତରରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ