Masthead

ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ । ୨ ମୃତ, ୨ ଗୁରୁତର । ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଗୋପାଳପୁର ଗାଁରେ ବାଣ ଭିଡୁଥିବା ବେଳେ ଭୟଙ୍କର ବିସ୍ଫୋରଣ । ବାଣ ବିସ୍ପୋରଣରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତରଙ୍କୁ ପ୍ରଥମେ ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ମୃତକମାନେ ହେଲେ ଇଚ୍ଛାପୁର ଗାଁର ଦିଲ୍ଲୀପ ମହାନ୍ତି ଓ ଗୋପାଳପୁର ଗାଁର ବୁଲୁ ଦାସ । ଆହତ ହୋଇଥିବା ବ୍ୟକ୍ତି ମାନେ ହେଲେ ବାଣ ବ୍ୟବସାୟୀ ସୁଶାନ୍ତ ପୃଷ୍ଟି ଓ ଦୀନବନ୍ଧୁ ଦାସ । ସୁଶାନ୍ତଙ୍କ ଶରୀରର ୯୦ ପ୍ରତିଶତ ପୋଡି ଯାଇଥିବା ବେଳେ ଦୀନବନ୍ଧୁଙ୍କ ଶରୀରର ୪୦ ପ୍ରତିଶତ ପୋଡି ହୋଇଯାଇଛି । ଉଭୟ ଗୁରୁତରଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ