Masthead

ଆଜିଠୁ ଭାରତ-ଅଷ୍ଟ୍ରେଲିଆ ତୃତୀୟ ଟେଷ୍ଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ଭାରତ-ଅଷ୍ଟ୍ରେଲିଆ ତୃତୀୟ ଟେଷ୍ଟ । ଇାନ୍ଦୋରରେ ଖେଳାଯିବ ବର୍ଡର ଗାଭାସ୍କର ଟ୍ରଫିର ତୃତୀୟ ମ୍ୟାଚ୍ । ପ୍ରଥମ ଦୁଇଟି ଟେଷ୍ଟ ଜିତି ଟ୍ରଫି ବିଜୟ ଲକ୍ଷ୍ୟରେ ରହିଛି ଟିମ୍ ଇଣ୍ଡିଆ । ତୃତୀୟ ଟେଷ୍ଟ ଜିତିଲେ ବିଶ୍ୱ ଟେଷ୍ଟ ଚାମ୍ପିଅନ୍ସିପ୍ ଫାଇନାଲରେ ପହଞ୍ଚିବ ଦଳ । ଏହା ସହ ଆଇସିସି ଟେଷ୍ଟ ମାନ୍ୟତା ତାଲିକାର ଶୀର୍ଷ ସ୍ଥାନ ହାସଲ ପାଇଁ ମଧ୍ୟ ସୁଯୋଗ ରହିଛି । ତେଣୁ ରୋହିତ ବାହିନୀ ଇନ୍ଦୋରରେ ବିଜୟ ଧାରା ବଜାୟ ରଖିବା ପାଇଁ ଚେଷ୍ଟା କରିବ । ସେହିପରି ଅଷ୍ଟ୍ରେଲିଆ ପୂର୍ବ ପରାଜୟକୁ ଭୁଲି ନୂଆ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇବାକୁ ଯୋଜନା କରିଛି । ଷ୍ଟାର ବ୍ୟାଟର ଷ୍ଟିଭେନ୍ ସ୍ମିଥ୍ ଆଜି ନେତୃତ୍ୱ ନେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା