Masthead

ଗ୍ରୀସରେ ଦୁଇ ଟ୍ରେନ ମୁହାଁମୁହିଁ ଧକ୍କା , ଉଦ୍ଧାର କାର୍ଯ୍ୟ ଜାରି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଗ୍ରୀସ୍‌ରେ ୨ଟି ଟ୍ରେନ୍‌ ମୁହାଁମୁହିଁ ଧକ୍କା । ୨୬ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୮୫ଜଣ ଆହତ ହୋଇଛନ୍ତି । ଯାହା ଗ୍ରୀକ୍ ଅଗ୍ନିଶମ ବିଭାଗ ସୂଚନା ଦେଇଛି । ମଙ୍ଗଳବାର ରାତିରେ ଆଥେନ୍ସ ଏବଂ ଥେସାଲୋନିକ ସହରରେ ଏପରି ଦୁର୍ଘଟଣାରେ ୮୫ ଜଣ ଆହତ ହୋଇଛନ୍ତି । ଜଣେ ଅଗ୍ନିଶମ ବିଭାଗର ଅଫିସର ସୂଚନା ଦେଇ କହିଛନ୍ତି ଯେ, ବର୍ତ୍ତମାନ ମଧ୍ୟ ଉଦ୍ଧାର କାର୍ୟ୍ୟ ଜାରି ରହିଛି ।

ସୂଚନା ଅନୁସାରେ, ସ୍ପୋକପର୍ସନ ନିଶ୍ଚିତ କରିଛନ୍ତି ଯେ, ଦୁଇଟି ଟ୍ରେନ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ରେଳର ତିନୋଟି ଡବା ଗ୍ରୀସ ମଧ୍ୟ ଭାଗରେ ଥିବା ଲାରିସା ଟାଉନ୍ ନିକଟରେ ଟ୍ରାକ୍ ବାହାରକୁ ପଳାଇଛି । ଏହି ଦୁର୍ଘଟଣାରେ ଏକ ଡବାରେ ନିଆ ଲାଗିଯାଇଛି ଏବଂ ସେଥିରେ ଅନେକ ଲୋକେ ଫସିରହିଛନ୍ତି । ସ୍ଥାନୀୟ ଗଣମାଧ୍ୟମ ଅନଲାରିସା ରିପୋର୍ଟ ଅନୁଯାୟୀ, ପୋଲିସ ୪୦ଟି ଅଗ୍ନିଶମ କର୍ମଚାରୀ ଏବଂ ପ୍ରାୟ ୩୦ଟି ଆମ୍ବୁଲାନ୍ସ ଘଟଣାସ୍ଥଳକୁ ପଠାଇଛି ଏବଂ ସେଠାରେ ଏକ ଜରୁରୀକାଳୀନ ପ୍ରତିକ୍ରିୟା ଆରମ୍ଭ ହୋଇସାରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ