Masthead

ବିରୋଧୀ ଆଣିବେ ମୁଲତବି ପ୍ରସ୍ତାବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ସରିବ ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ । ସରଗରମ ରହିବ ଗୃହ । ରାଜ୍ୟର ଆଇନ ଶୃଙ୍ଖଳାକୁ ପ୍ରସଙ୍ଗ କରିଛନ୍ତି ବିରୋଧୀ । ଏହାକୁ ନେଇ ଗୃହ ଭିତରେ ତାତି, ବାହାରରେ ସରଗରମ ପରିସ୍ଥିତି । ମମିତା ମେହର ହତ୍ୟା ମାମଲାର ଅଭିଯୁକ୍ତ ଗୋବିନ୍ଦ ସାହୁର ଜେଲରେ ରହସ୍ୟଜନକ ମୃତୁ୍ୟର ସତ୍ୟ ବର୍ତ୍ତମାନ ସୁଦ୍ଧା ଉନ୍ମୋଚିତ ହୋଇନାହିଁ । ପୋଲିସ ସତ୍ୟ ଉନ୍ମୋଚନ କରିବାରେ ବିଫଳ ହୋଇଛି ବୋଲି ବିରୋଧୀ ଅଭିଯୋଗ କରିଛନ୍ତି । ଏ ସମ୍ପର୍କରେ ମୁଲତବି ପ୍ରସ୍ତାବ ଆଗତ କରିବାକୁ ବିରୋଧୀ ବିଜେପି ଅଣ୍ଟା ଭିଢିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ