Masthead

ଭାଙ୍ଗିଲା ୧୨୨ ବର୍ଷର ରେକର୍ଡ, ୨୦୨୩ର ଫେବୃଆରୀ ହେଲା ସବୁଠୁ ଉତ୍ତପ୍ତ ମାସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାତି ଭାଙ୍ଗିଲା ୧୨୨ ବର୍ଷର ରେକର୍ଡ । ୨୦୨୩ ମସିହାର ଫେବୃଆରୀ ମାସ ସବୁଠୁ ଉତ୍ତପ୍ତ ମାସ । ୧୯୦୧ରୁ ୨୦୨୩ ମଧ୍ୟରେ ଗତ ଫେବୃଆରୀରେ ଦିନର ହାରାହାରି ତାପମାତ୍ରା ୨୯.୫୪ ଡିଗ୍ରୀ ରେକର୍ଡ ହୋଇଛି । ୨୦୦୯ ରେ ୨୯.୨୩, ୨୦୧୭ରେ ୨୯.୨୪, ୨୦୦୬ରେ ୨୯.୩୧ ଏବଂ ୨୦୧୬ ରେ ୨୯.୪୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା ।

ଆଇଏମଡିର ଆକଳନ ଅନୁସାରେ ଆଜିଠୁ ସ୍ଥିତି ସଂଗୀନ ହେବ । ସ୍ବାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ୟ୍ୟନ୍ତ ବଢିବ ପାରଦ । ରେଡମାର୍କରେ ରହିଛି ରାଜଧାନୀ ଭୁବନେଶ୍ବର । ଓଡ଼ିଶାର ଅଧିକାଂଶ ଅଞ୍ଚଳକୁ ଅରେଞ୍ଜ ମାର୍କ ଜାରି କରାଯାଇଛି । ମାର୍ଚ୍ଚରୁ ମେ ମଧ୍ୟରେ ସ୍ବାଭାବିକ ଠାରୁ ଅଧିକ ରହିବ ତାପମାତ୍ରା । ଚଳିତ ସପ୍ତାହରେ ସ୍ବାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ତାତି ବଢିବ ନେଇ ପୂର୍ବାନୁମାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?