Masthead

ବିରୋଧୀଙ୍କ ହଟ୍ଟଗୋଳ, ୧୧.୩୦ ଯାଏ ଗୃହ ମୁଲତବି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ ପ୍ରଥମ ପ୍ରର୍ଯ୍ୟାୟର ଶେଷ ଦିନ । ଗୃହରେ ବିରୋଧୀଙ୍କ ହଟ୍ଟଗୋଳ । ୧୧.୩୦ ଯାଏ ଗୃହ ମୁଲତବି । ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଚଳିବ ନାହିଁ ନାରାବାଜିରେ ଗୃହରେ ବିଜେପିର ହଙ୍ଗାମା । ପୋଡିୟମ ପାଖକୁ ଆସି ହଟ୍ଟଗୋଳ କରିଥିଲା ବିଜେପି । ଗତକାଲି ବିଜେପି ଯୁବ ମୋର୍ଚ୍ଚାର ରାଲି ବେଳେ ପୋଲିସର ଲାଠିଚାର୍ଜ ପ୍ରସଙ୍ଗ ଉଠାଇ ଗୃହରେ ହଙ୍ଗାମା କରିଛି ବିଜେପି । ଯାହାଦ୍ୱାରା ଗୃହକୁ ଦିନ ସାଢେ ୧୧ଟା ଯାଏ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼