Masthead

ନିଆଁ ଲିଭାଇବାବେଳେ ଅଘଟଣ, ୪ ଅଗ୍ନିଶମ କର୍ମଚାରୀ ଆହତ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ନିଆଁ ଲିଭାଇବା ସମୟରେ ଫାଟିଲା ଗ୍ୟାସ ସିଲିଣ୍ଡର । ଚାରି ଅଗ୍ନିଶମ ବିଭାଗ କର୍ମଚାରୀ ଗୁରୁତର । ବୁର୍ଲା ଥାନା ଚାଉଁରପୁର ବଜାର ନିକଟରେ ଘଟିଛି ଅଘଟଣ । ଚା ଦୋକାନରେ ନିଆଁ ଲାଗିଥିବା ଖବର ପାଇ ସମ୍ବଲପୁର ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିଥିଲେ । ଏହି ସମୟରେ ଗ୍ୟାସ ସିଲିଣ୍ଡରଟି ହଠାତ ଫାଟି ଯାଇଥିଲା । ବିସ୍ଫୋରଣରେ ଚାରି ଜଣ ଅଗ୍ନିଶମ କର୍ମଚାରୀ ଆହତ ହୋଇଥିଲେ । ଆହତ ଭିତରୁ ଦୁଇ ଜଣ ଅଗ୍ନିଶମ କର୍ମଚାରୀଙ୍କୁ କଟକ ପଠାଯାଇଥିବା ବେଳେ ଜଣେ ବୁର୍ଲାରେ ଚିକିତ୍ସିତ ହେଉଛନ୍ତି । ଘଟଣାସ୍ଥଳରେ ବୁର୍ଲା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ