Masthead

ଚାକିରି ପାଇବେ ୪୦ ହଜାର ଶିକ୍ଷକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଯୁକ୍ତ ୨ ପରୀକ୍ଷାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା । ପରୀକ୍ଷାରେ ସହଯୋଗ କରିବା ଲାଗି ସହମତି ଦେଇଥିବାରୁ ଅଧ୍ୟାପକଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସେ କହିଛନ୍ତି ଆଜିଠାରୁ ପରୀକ୍ଷା ଆରମ୍ଭ ହୋଇଛି । ଏବଂ ସୁରୁଖୁରୁରେ ଚାଲିଛି । ସେପଟେ ସୋସିଆଲ ମିଡିଆରେ ଯୁକ୍ତ ୨ ପ୍ରଶ୍ନପତ୍ର ଭାଇରଲ ପ୍ରସଙ୍ଗରେ କହିଛନ୍ତି କି ଏ ସମ୍ପର୍କର ସାଇବର ଥାନାରେ ଏତଲା ଦିଆଯାଇଛି ।

କିଛି ଲୋକ ଦଲାଲି କରିବା ପାଇଁ ଫଲସ ପ୍ରଶ୍ନପତ୍ରକୁ ସୋସିଆଲ ମିଡ଼ିଆରେ ଭାଇରଲ କରୁଛନ୍ତି । ଏଥିରେ ପିଲାମାନେ ପ୍ରଭାବିତ ହୁଅନ୍ତୁ ନାହିଁ । ଏଥିରେ କୌଣସି ସତ୍ୟତା ନାହିଁ ।ଏନେଇ ସାଇବର ଥାନାରେ ଏତଲା ଦିଆଯାଇଛି । ପ୍ରାଥମିକ ଏବଂ ହାଇସ୍କୁଲ ମିଶାଇ ପାଖାପାଖି ୪୦ ହଜାର ନିଯୁକ୍ତି ପାଇଁ ବିଜ୍ଞପ୍ତି ଦିଆଯାଇଛି । ସିବିଟି ମାଧ୍ୟମରେ ଚୟନ କରାଯିବ ।ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଖାଲି ପଡ଼ିଥିବା ପଦବୀ ପୂରଣ କରିବା ପାଇଁ ୨୦ ହଜାର କନିଷ୍ଠ ଶିକ୍ଷକଙ୍କୁ ନିୟୋଜିତ କରାଯିବ। ଏହା ମାଧ୍ୟମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ତରରେ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ତାଲିମ୍‌ପ୍ରାପ୍ତ ଯୁବକ/ଯୁବତୀ ନିୟୋଜିତ ହେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର