Masthead

୨ ବର୍ଷ ଭିତରେ କେହି ହୋଇନାହାନ୍ତି କୃତକାର୍ଯ୍ୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ସରକାରଙ୍କ କୋଚିଙ୍ଗ ସେଣ୍ଟର ଫେଲ । ୨ ବର୍ଷ ଭିତରେ କେହି ହୋଇନାହାନ୍ତି କୃତକାର୍ଯ୍ୟ । ସରକାର ଓଏଏସ ଆଇଏଏସ କୋଚିଙ୍ଗ ମାଗଣା ଦେବେ ବୋଲି ଘୋଷଣା କରିଥିଲେ । ମାତ୍ର ଦୁଇ ବର୍ଷ ଭୀତରେ ଜଣେ ହେଲେ ବି ସର୍ବଭାରତୀୟ ପ୍ରଶାସନିକ ସେବା ପରୀକ୍ଷା ଓ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇନାହାନ୍ତି ବୋଲି ବିଧାୟକ ନିତ୍ୟାନନ୍ଦ ଗଣ୍ଡଙ୍କ ପ୍ରଶ୍ନର ଉତ୍ତରରେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ କହିଛନ୍ତି । ନିତ୍ୟାନନ୍ଦ ପ୍ରଶ୍ନ କରିଥିଲେ କିଏ କେଉଁ ସ୍ଥାନରେ କେଉଁ ବିଷୟରେ କୋଚିଙ୍ଗ ଦେଇଛନ୍ତି ବୋଲି ପ୍ରଶ୍ନ କରିଥିଲେ ବିଧାୟକ ନିତ୍ୟାନନ୍ଦ ଗଣ୍ଡ । ସେ ପଚାରିଥିଲେ କେଉଁ ସମୟରେ କୋଚିଙ୍ଗ ଦେଇଥିଲେ ତାହାର ରିପୋର୍ଟ ପ୍ରଦାନ କରୁନାହାନ୍ତି କାହିଁକି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ