ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କ ପରଲୋକ । ଟ୍ୱିଟ୍ କରି ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଲେଖିଛନ୍ତି, ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ନିଜ ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର ଏବଂ ଧାରାବାହିକରେ ସେ ଛାଡ଼ିଯାଇଥିବା ଛାପ ତାଙ୍କୁ ଦର୍ଶକଙ୍କ ହୃଦୟରେ ସର୍ବଦା ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି। ପିଣ୍ଟୁଙ୍କ ବିୟୋଗରେ ସାରା ଓଡ଼ିଶା ମର୍ମାହତ । ଜଲିଉଡ୍ ଏବଂ ଓଲିଉଡରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ