Masthead

ନବ ତାଙ୍କର ପୁଅ ନହୋଇ ଏତେ ବ୍ୟସ୍ତ କାହିଁକି: ପ୍ରଫୁଲ୍ଲ ସାମଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ । କହିଛନ୍ତି ନବ ଦାସ ଆମ ଲୋକ । ବିଜୁ ଜନତା ଦଳର। ଆମ ଦଳର ଜଣେ ସଦସ୍ୟଙ୍କର ଅସମୟରେ ଦେହାନ୍ତ ହେଲା । ଆକ୍ସିଡେଣ୍ଟାଲ ଡେଥ ହେଲା । ସମସ୍ତେ ମର୍ମାହତ, ଦୁଃଖିତ । ମୁଖ୍ୟମନ୍ତ୍ରୀ ଆହୁରି ଦୁଃଖିତ। ସେପରି ସ୍ଥଳେ ବିରୋଧୀ କହିବେ, ଆମେ ନିଜ ପୁଅ ପାଇଁ ବ୍ୟସ୍ତ ହେଉନୁ । ତାଙ୍କର ପୁଅ ନ ହୋଇ ସେ ଏତେ ବ୍ୟସ୍ତ ହୋଇଯାଉଛନ୍ତି। ତଦନ୍ତରେ ଦୋଷୀ ଧରାପଡିବ । ଦୋଷୀ ନିଶ୍ଚିନ୍ତ ଦଣ୍ଡ ପାଇବ। ଖସିବାର ନାହିଁ । ବିରୋଧୀ ଏ ଦିଗରେ ରାଜନୀତି କରିବା ଠିକ ନୁହେଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ