Masthead

ମହାରାଷ୍ଟ୍ର କସବାପେଠରୁ ଜିତିଲା କଂଗ୍ରେସ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରର ପୁଣେର କସବାପେଠରେ ହାରିଲା ବିଜେପି । ୧୯୯୫ ପରେ ୨୭ ବର୍ଷ ପରେ ପ୍ରଥମ ଥର ପାଇଁ ବିଜେପି ଏହି ଆସନରେ ନିର୍ବାଚନ ଲଢିଛି । କସବାପେଠରେ ନିର୍ବାଚନମଣ୍ଡଳୀରେ ଅନୁଷ୍ଠିତ ଉପ-ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଜିତିଛନ୍ତି। ଏଠାରେ ଭାଜପାର ହେମନ୍ତ ରସାନେ ଏବଂ ମହା ବିକାଶ ଆଘାଡିର ରବିନ୍ଦ୍ର ଧନଗେକରଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ଥିଲା। ତେବେ କଂଗ୍ରେସ ପ୍ରାର୍ଥୀ ରବିନ୍ଦ୍ର ଧାଙ୍ଗେକର ଏହି ଆସନରୁ ଜିତିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ