Masthead

ଅଫୁଟା ବୋମା ଜବତ

ଚାନ୍ଦବାଲି  (ବଡ଼ ଖବର ବ୍ୟୁରୋ): ଦୁଇ ଅଫୁଟା ବୋମା ଉଦ୍ଧାର କଲା ଚାନ୍ଦବାଲି ପୋଲିସ । କଟକ ମୁଖ୍ୟ ରାସ୍ତାର ଚାନ୍ଦବାଲି ବୈତରଣୀ ବ୍ରିଜ ନିକଟରୁ ୨ ଟି ହାତ ତିଆରି ବୋମା କୁ ଉଦ୍ଧାର କରିଛି ପୋଲିସ । ଆଜି ସକାଳୁ ବ୍ରିଜ ନିକଟକୁ ସ୍ଥାନୀୟ ଅଞ୍ଚଳର ଦୁଇ ଯୁବକ ଯାଇଥିଲେ । ଗୋଟିଏ ବ୍ୟାଗ ରେ ୨ ଟି ହାତ ତିଆରି ଅଫୁଟା ବୋମା ଥିବାର ଦେଖିବାକୁ ପାଇଥିଲେ । ତେବେ ସଙ୍ଗେ ସଙ୍ଗେ ଯୁବକ ଚାନ୍ଦବାଲି ପୋଲିସକୁ ଖବର ଦେଇଥିଲେ ।

ଚାନ୍ଦବାଲି ପୋଲିସ ବ୍ରିଜ ନିକଟରେ ପହଞ୍ଚି ୨ ଟି ହାତ ତିଆରି ବୋମାକୁ ଉଦ୍ଧାର କରିବା ସହ ପାଣିରେ ପକାଇ ବୋମା ଦୁଇଟିକୁ ନିଷ୍କ୍ରିୟ କରିଛନ୍ତି । ତେବେ ଚାନ୍ଦବାଲି ବ୍ଲକର ମତୋ ଫାଣ୍ଡି ଅଞ୍ଚଳରେ ହାତ ତିଆରି ବୋମା ଭିଡା ଯାଏ । ତେଣୁ କେହି କିଛି ମନ୍ଦ ଉଦ୍ଦେଶ୍ୟ ରେ ଏହାକୁ ଆଣି ଥାଇପାରେ ବୋଲି ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼