Masthead

ତି୍ରପୁରାରେ ବିଜେପି ଗଢିବ ସରକାର, ନିଜ ଆସନରୁ ଜିତିଲେ ମାଣିକ ଶାହା

ତ୍ରିପୁରା(ବଡ଼ ଖବର ବ୍ୟୁରୋ): ତ୍ରିପୁରାରେ ପୁଣି ବିଜେପି ସରକାର ଗଢିବାକୁ ଯାଉଛି। ନିଜ ଆସନରୁ ଜିତିଛନ୍ତି ମାଣିକ ଶାହା । ବିଜୟ ପ୍ରମାଣ ପତ୍ର ପାଇବା ପରେ ଶାହା କହିଛନ୍ତି, ଜିତିବା ପରେ ସାର୍ଟିଫୀକେଟ ପାଇ ଅତ୍ୟନ୍ତ ଖୁସି । ଜିତିବା ପରେ ପ୍ରଧାନମନ୍ତ୍ରୀ, ସ୍ୱରାଷ୍ଟ୍ରମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ, ଭାଜପା ରାଷ୍ଟ୍ରୀୟ ସଭାପତି ଏବଂ ସମସ୍ତ କର୍ମକର୍ତ୍ତାଙ୍କୁ ଧନ୍ୟବାଦ ଜଣାଉଛି। ୬୦ଟି ଆସନ ବିଶିଷ୍ଠ ତ୍ରିପୁରା ବିଧାନସଭାରେ ଭାଜପା ୩୪ଟି ଆସନରେ ଏପର୍ୟ୍ୟନ୍ତ ଆଗୁଆ ଅଛି। ସେହିପରି ବାମ ଏବଂ କଂଗ୍ରେସ ମେଣ୍ଟ ୧୪ଟି ଆସନରେ ଆଗୁଆ ଥିବାବେଳେ ଟିଏମ୍‌ପି ୧୨ଟି ଆସନରେ ଆଗୁଆ ଅଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର