ହାତରସ ଗଣଦୁଷ୍କର୍ମ ମାମଲା, ୩ ଅଭିଯୁକ୍ତ ନିଦେ୍ର୍ଦାଶ

ଉତ୍ତର ପ୍ରଦେଶ(ବଡ଼ ଖବର ବ୍ୟୁରୋ): ବହୁଚର୍ଚ୍ଚିତ ହାତରସ ଗଣଦୁଷ୍କର୍ମ ଓ ହତ୍ୟା ମାମଲା । ନିଦେ୍ର୍ଦାଶରେ ଖଲାସ ହେଲେ ୩ ଅଭିଯୁକ୍ତ । ୪ ଅଭିଯୁକ୍ତଙ୍କ ମଧ୍ୟରୁ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି କୋର୍ଟ । ଅଭିଯୁକ୍ତ ସନ୍ଦୀପ, ରବି, ଲବକୁଶ ଏବଂ ରାମୁଙ୍କ ମଧ୍ୟରୁ ଅଦାଲତ ସନ୍ଦୀପଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆଇପିସିର ଧାରା ୩୦୪ଏବଂ ଏସସି/ଏସଟି ଅଧିନିୟମ ଅନୁଯାୟୀ ସନ୍ଦୀପ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତେବେ ରାୟରେ ପୀଡ଼ିତାଙ୍କ ପରିବାର ଖୁସି ନୁହନ୍ତି ବୋଲି କହିଛନ୍ତି। ସେମାନେ ଏହି ରାୟ ବିରୋଧରେ ହାଇକୋର୍ଟରେ ଆବେଦନ କରିବେ।

ଆଜି ଏହି ମାମଲାରେ ଜିଲ୍ଲା ଅଦାଲତ ଶୁଣାଣି କରି ରାୟ ଦେଇଛନ୍ତି। ୨୦୨୦ ସେପ୍ଟେମ୍ବର ମାସରେ ପଶ୍ଚିମାଞ୍ଚଳ ଉତ୍ତର ପ୍ରଦେଶର ହାଥ୍‌ରସ୍‌ ଜିଲ୍ଲା ଅନ୍ତର୍ଗତ ବୁଲ୍‌ଗଡ଼ିରେ ଜଣେ ୧୯ ବର୍ଷୀୟ ଦଳିତ ବାଳିକା ଗଣଦୁଷ୍କର୍ମ ଶିକାର ହୋଇଥିଲେ । ଘଟଣାର ୧୫ ଦିନ ପରେ ଦିଲ୍ଲୀର ସଫଦରଜଙ୍ଗ୍‌ ଡାକ୍ତରଖାନାରେ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ