Masthead

ଟିଏମସିର ମେଣ୍ଟ ଜନତାଙ୍କ ସହ ହେବ: ମମତା ବାନାର୍ଜୀ

କୋଲକାତା (ବଡ଼ ଖବର ବ୍ୟୁରୋ):  ଦିଦିଙ୍କ ବଡ଼ ବୟାନ । କହିଛନ୍ତି ଟିଏମସି ଏକେଲା ଲଢିବ ଲୋକସଭା ନିର୍ବାଚନ । ଆସନ୍ତା ୨୦୨୪ ଲୋକ ସଭା ନିର୍ବାଚନକୁ ନେଇ ବିରୋଧି ଏକାଠି ହେଉଥିବା ବେଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମସି ଅଧ୍ୟକ୍ଷ ଏକ ବଡ ଝଟକା ଦେଇଛନ୍ତି । ଗୁରୁବାର ମମତା ବାନାର୍ଜୀ କହିଛନ୍ତି ତ୍ରୁଣମୂଳ କଂଗ୍ରେସ(ଟିଏମସି) ୨୦୨୪ର ଲୋକସଭା ନିର୍ବାଚନ ଏକେଲା ଲଢିବ, କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବ ନାହିଁ । ଟିଏମସିର ମେଣ୍ଟ ଜନତାଙ୍କ ସହ ହେବ । ସେ ଆହୁରି ମଧ୍ୟ କହିଛନ୍ତି ଯଦି ଲୋକେ ଭାରତୀୟ ଭାଜପାକୁ ଗାଦିଚ୍ୟୁତ କରିବାକୁ ଚାହୁଁଛନ୍ତି ତେବେ ଆମକୁ ଭୋଟ ଦେବେ । ସେ ଦାବି କରିଛନ୍ତି ଯେ ଜନତା ଆମ ସହ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ