କୁହୁଡ଼ି ଲବଣ ସତ୍ୟାଗ୍ରହ ପୀଠରେ ପାଳିତ ହେଲା ଗୋପବନ୍ଧୁ ଜୟନ୍ତୀ

ଅସ୍ତରଙ୍ଗ (ବଡ଼ ଖବର ବ୍ୟୁରୋ): ଆଜି ହେଉଛି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୧୪୪ତମ ଜନ୍ମ ଜୟନ୍ତୀ । ୧୮୭୭ ମସିହା ଅକ୍ଟୋବର ୯ ତାରିଖରେ ପୁରୀ ଜିଲ୍ଲା ସୁଆଣ୍ଡୋ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ ଏହି ମହାପୁରୁଷ । ରାଜ୍ୟର ବିଭିନ୍ନ ସ୍ଥାନରେ ଗୋପବନ୍ଧୁଙ୍କ ଜୟନ୍ତୀ ପାଳିତ ହୋଇଛି । ଅସ୍ତରଙ୍ଗ କୁହୁଡ଼ି ଲବଣ ସତ୍ୟାଗ୍ରହ ପୀଠରେରେ ପାଳିତ ହୋଇଛି ଗୋପବନ୍ଧୁଙ୍କ ଜୟନ୍ତୀ । ଉକ୍ତ ଉତ୍ସବରେ ଅସ୍ତରଙ୍ଗ କାକଟପୁର ମୁଖ୍ୟ ସଂଯୋଜକ ପଣ୍ଡିତ କାଳନ୍ଦୀ ଚରଣ ଛାଟୋଇଙ୍କ ସହ ଅନ୍ୟ ବୁଦ୍ଧିଜୀବୀମାନେ ଯୋଗ ଦେଇଥିଲେ । ଗୋପବନ୍ଧୁଙ୍କୁ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରିବା ସହ ସ୍ମତିଚାରଣ କରାଯାଇଥିଲା । ଗୋପବନ୍ଧୁ ଏକାଧାରରେ ଓଡ଼ିଆ ସାହିତିକ, ଗରିବଙ୍କ ଦରଦୀ ବନ୍ଧୁ ଏବଂ ସ୍ୱାଧିନତା ସଂଗ୍ରାମୀ ଥିଲେ । କୁହୁଡ଼ି ଲବଣ ସତ୍ୟାଗ୍ରହ ପୀଠରେ ପାଳିତ ହେଲା ଗୋପବନ୍ଧୁ ଜୟନ୍ତୀ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ