Masthead

ରାଜ୍ୟରେ ବିଜେପି ସଂଖ୍ୟାଗରିଷ୍ଠତା ହାସଲ କରିବ: ଅମିତ ଶାହା

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ):  ପୁଣି କଂଗ୍ରେସକୁ ଟାର୍ଗେଟ କଲେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା । କର୍ଣ୍ଣାଟକର ବିଦରଠାରେ ଏକ ସାଧାରଣ ସଭା କରିବା ବେଳେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ତ୍ରିପୁରା, ନାଗାଲାଣ୍ଡ ଏବଂ ମେଘାଳୟରେ ହାରିବା ପରେ କଂଗ୍ରେସ ଆଉ କେଉଁଠାରେ ଦେଖାଯିବ ନାହିଁ। ସେମାନେ ଏତେ ମାତ୍ରାରେ ହାରିଛନ୍ତି ଯେ, ଦୂରବୀକ୍ଷଣରେ ମଧ୍ୟ ସେମାନେ ଦେଖାଯିବେ ନାହିଁ।

କଂଗ୍ରେସ ନାଗାଲାଣ୍ଡରେ ଖାତା ଖୋଲିବାରେ ଅସମର୍ଥ ହୋଇଥିବା ବେଳେ ମେଘାଳୟରେ ୩ ଟି ଏବଂ ତ୍ରିପୁରାରେ ମାତ୍ର ୪ଟି ସିଟ୍‌ ପାଇଛି। ରାଜ୍ୟରେ ବିଜେପି ସଂଖ୍ୟାଗରିଷ୍ଠତା ହାସଲ କରିବ ବୋଲି ସେ ଦାବି କରିଛନ୍ତି। ସେ ଆହୁରି କହିଛନ୍ତି ଯେ, ବିଜୟ ପାଇଁ କଂଗ୍ରେସ ପାଖରେ କୌଣସି ସୂତ୍ର ବାକି ନାହିଁ। ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଦିନକୁ ଦିନ କଂଗ୍ରେସର ସ୍ତର ହ୍ରାସ ପାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ