Masthead

ଝଲସିବ ବୈଦ୍ୟନାଥ ମନ୍ଦିର

ବଡ଼ସାହି (ବଡ଼ ଖବର ବ୍ୟୁରୋ):  ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ନିର୍ବାଚନ ମଣ୍ଡଳିର ମାଣତ୍ରୀରେ ଥିବା ବହୁ ପୁରାତନ ମନ୍ଦିର ବାବା ବଖାରି ବୈଦ୍ୟନାଥ ମନ୍ଦିରର ଉନ୍ନତି କରାଯିବ । ଏହି ମନ୍ଦିରର ଉନ୍ନତି ପାଇଁ ସ୍ଥାନୀୟ ଲୋକମାନେ ବାରମ୍ବାର ଦାବି କରି ଆସୁଛନ୍ତି । ଲୋକଙ୍କ ଭାବାବେଗକୁ ସମ୍ମାନ ଦେଇ ୫-ଟି ସଚିବ ଭିକେ ପାଣ୍ଡିଆନ ତାଙ୍କର ୨ ଦିନିଆ ମୟୂରଭଞ୍ଜ ଗସ୍ତ ଅବସରରେ ବୈଦ୍ୟନାଥ ମନ୍ଦିର ପରିଦର୍ଶନ କରିଥିଲେ । ମନ୍ଦିରର ଉନ୍ନତି ସମ୍ପର୍କରେ ସେ ସେବାୟତଙ୍କ ସହ ଆଲୋଚନା କରିଥିଲେ । ଆଲୋଚନା ସମୟରେ ମୟୂରଭଞ୍ଜ ଜିଲ୍ଲାପାଳ ବିନୀତ ଭରଦ୍ୱାଜ ବଡ଼ସାହି ଭୀଡିଓ ଅଶୋକ ପଣ୍ଡା, ତହସିଲଦାର ଗଦାଧର ହଳଙ୍କ ସହ ସ୍ଥାନୀୟ ବୁଦ୍ଧିଜୀବୀମାନେ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ