Masthead

ତେଲ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ, ୧୬ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାର ଏକ ତେଲ ଭଣ୍ଡାର କେନ୍ଦ୍ରରେ ଭୀଷଣ ଅଗ୍ନିକାଣ୍ଡ । ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା । ଅନେକଲୋକେ ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ, ଉତ୍ତର ଜାକର୍ତ୍ତାରେ ସରକାରୀ ଶକ୍ତି କମ୍ପାନୀ ପେର୍ତାମିନାର ତେଲ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ ଘଟିବା ପରେ ନିକଟରେ ଥିବା ଲୋକେ ଭୟଭୀତ ହୋଇ ଜୀବନ ବଞ୍ଚାଇବାକୁ ସେଠାରୁ ଚାଲିଯାଇଥିଲେ ।

ପ୍ରଶାସନ ପକ୍ଷରୁ ନିକଟରେ ଥିବା ଲୋକଙ୍କୁ ଖାଲି କରି ଦିଆଯାଇଥିଲା । ଉତ୍ତର ଜାକର୍ତ୍ତାର ଅଗ୍ନୀଶମ ବିଭାଗ କହିଛି, ଏହି ଅଗ୍ନିକାଣ୍ଡରେ ୨ ଶିଶୁଙ୍କ ସମେତ ୧୬ ଜଣଙ୍କ ମୃତ୍ୟୁ ହୋଇଛି । ଅତିକମରେ ୫ରୁ ଅଧିକ ଆହତ ହୋଇଛନ୍ତି । ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା