Masthead

ୟୁକେନକୁ ସହାୟତାର ହାତ ବଢାଇଲା ଆକେରିକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏବେ ବି ଜାରି ରହିଛି ଋଷ ଓ ୟୁକ୍ରେନ ଯୁଦ୍ଧ । ବର୍ତ୍ତମାନ ଯୁଦ୍ଧ ପରିସସ୍ଥିତି ଏବେ ଧିମା ପଡ଼ିଛି । ୟାରି ଭିତରେ ଆସିଛଇ ଏକ ବଡ଼ ଖବର । ୟୁକ୍ରେନକୁ ୩୩ଶହ କୋଟି ଟଙ୍କାର ସହାୟତା ଘୋଷଣା କରିଛି ଆମେରିକା ।ଏଥିସହ ପ୍ରଥମଥର ପାଇଁ ଗୋଳାବାରୁଦ ଟ୍ୟାଙ୍କ ସହ ଅନ୍ୟାନ୍ୟ ଅସ୍ତ୍ରଶସ୍ତ୍ର ଦେବା ପାଇଁ ମଧ୍ୟ ଘୋଷଣା କରିଛି ।

ଯୁଦ୍ଧ ଭିତରେ ୟୁକ୍ରେନ ପାଖରେ ଅସ୍ତ୍ରଶସ୍ତ୍ରର ଅଭାବ ଦେଖିବାକୁ ମିଳିଛି । ଆଉ ଏଭଳି ପରିସ୍ଥିତିରେ ୟୁକ୍ରେନକୁ ଆମେରିକା ସହାୟତା କରି ୟୁକ୍ରେନକୁ ମଜଭୁତ କରିବାକୁ ଚେଷ୍ଟା କରୁଛି । କେବଳ ଏତିକି ନୁହେଁ ୟୁକ୍ରେନ ସେନାର ସଂଖ୍ୟା ବୃଦ୍ଧି ପାଇଁ ଆମେରିକା ଚେଷ୍ଟା ମଧ୍ୟ କରୁଛି । ଜର୍ମାନୀର ଏକ ସେନା ବେସରେ ୟୁକ୍ରେନ୍ ସେନାକୁ ଆମେରିକା ସେନା ଟ୍ରେନିଂ ମଧ୍ୟ ଦେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି