Masthead

ଘୁଞ୍ଚିଲା ପୱନ ଖେରାଙ୍କ ଜାମିନ ଶୁଣାଣି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଘୁଞ୍ଚିଲା ପୱନ ଖେରାଙ୍କ ଜାମିନ ଶୁଣାଣି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେବା ମାମଲାରେ କଂଗ୍ରେସ ନେତା ପଓ୍ବନ ଖେରାଙ୍କ ଜାମିନ ମିଆଦକୁ ସୁପ୍ରିମକୋର୍ଟ ମାର୍ଚ୍ଚ ୧୭ ତାରିଖ ପର୍ଯ୍ୟନ୍ତ ବଢ଼ାଇ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣିକୁ ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼, ଜଷ୍ଟିସ ପି.ଏସ୍‌. ନରସିଂହ ଏବଂ ଜେ.ବି. ପର୍ଡିଓ୍ବାଲାଙ୍କ ଖଣ୍ଡପୀଠ ମାର୍ଚ୍ଚ ୧୭କୁ ଧାର୍ଯ୍ୟ କରିଛନ୍ତି।

ଫେବୃୟାରୀରେ ମୁମ୍ବାଇରେ ଏକ ସାମ୍ବାଦିକସମ୍ମିଳନୀରେ ଖେରା ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ। ରାୟପୁର ଯିବା ଲାଗି ଖେରା ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚି ଥିବାବେଳେ ଆସାମ ପୋଲିସ ତାଙ୍କୁ ଗିରଫ କରିଥିଲା। ପରେ ତାଙ୍କୁ ଜାମିନ ମିଳିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ