Masthead

ବିଜୁ ଜୟନ୍ତୀ ବନାମ କଳା ଦିବସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏପ୍ରିଲ ୨୪ରେ ସମଗ୍ର ଦେଶ ପାଳୁଛି ପଞ୍ଚାୟତିରାଜ ଦିବସ । ଓଡିଶା ଏକମାତ୍ର ରାଜ୍ୟ ଯିଏ କି ମାର୍ଚ୍ଚ ୫ ରେ ଏହାକୁ ପାଳନ କରୁଛି । ପଞ୍ଚାୟତିରାଜ ବ୍ୟବସ୍ଥାରେ ପ୍ରତ୍ୟେକ ବର୍ଷ ୫ ହଜାର କୋଟିର ଦୁର୍ନୀତି ହେଉଛି । ତାକୁ ବିରୋଧ କରି ଆସନ୍ତାକାଲି ପଞ୍ଚାୟତିରାଜ ଦିବସକୁ ବିଜେପି ରାଜ୍ୟର ୩୧୪ ବ୍ଲକରେ ଭ୍ରଷ୍ଟାଚାର ଦିବସ ଭାବେ ପାଳନ କରିବ । ହାତରେ କଳା କପଡା ବାନ୍ଧି ବିଜେପି ବିରୋଧ ପ୍ରଦର୍ଶନ କରିବ ବୋଲି ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି । ରାଜ୍ୟରେ ଆଇନଶୃଙ୍ଖଳା ପ୍ରସଙ୍ଗ ନେଇ ବିଜେଡି ଉପରେ ବର୍ଷିଛି କଂଗ୍ରେସ ।

ବିରୋଧୀ ବିଜେପିକୁ ଟାର୍ଗେଟ କରିଛି ବିଜେଡି । ସରକାରୀ ଦଳରର ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି କହିଛନ୍ତି ରୋଧୀଦଳ ସଙ୍କଳ୍ପ ନେଇଛି ସବୁ କଥାକୁ ବିରୋଧ କରିବ । ଓଡ଼ିଶାର ବିକାଶକୁ ବିରୋଧ କରିବ । ଓଡ଼ିଶାର ସ୍ୱାଭିମାନକୁ ବିରୋଧ କରିବ । ଓଡ଼ିଶାର ସମସ୍ତ କାର୍ଯ୍ୟକ୍ରମକୁ ବିରୋଧ କରିବ । ଏଥିରେ ଆମର କିଛି କହିବାର ନାହିଁ । ବିଜୁ ଜୟନ୍ତୀ ବା ପଞ୍ଚାୟତିରାଜ ଦିବସକୁ ବିଜେଡି ଧୁମଧାମରେ ପାଳନ କରିବାକୁ ଯାଉଛି । ତେଣେ ବିଜେପି ଏହାକୁ କଳାଦିବସ ଭାବେ ପାଳନ କରିବ ବୋଲି ଘୋଷଣା କରିଛି । ଓଡ଼ିଶା ଦେଖିବ ରେଜଲ୍ଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି