Masthead

୩୮ ଡିଗ୍ରୀ ଉପରେ ୮ ସହର ତାପମାତ୍ରା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମାର୍ଚ୍ଚ ପହିଲାରୁ ଅସହ୍ୟ ତାତି । ୩୮ ଡିଗ୍ରୀ ଉପରେ ୮ ସହର, ୩୭ ଡିଗ୍ରୀ ଉପରେ ୨୦ରୁ ଅଧିକ ସହରର ତାପମାତ୍ରା । ସକାଳ ୮ଟାରୁ ଟାଣ ଖରା ଦେଖିବାକୁ ମିଳୁଥିବା ବେଳେ ଦିନ ୧୧ ଟା ସୁଦ୍ଧା ରାଜ୍ୟର ଅଧିକାଂଶ ସହରର ତାପମାତ୍ରା ୩୫ ଡିଗ୍ରୀ ଅତିକ୍ରମ କରିଯାଉଛି । ସମ୍ବଲପୁର ଏବଂ ତାଳଚେରରେ ସର୍ବାଧିକ ତାପମାତ୍ର ୩୮.୬ ଡିଗ୍ରୀ ରେକର୍ଡ ହୋଇଛି ।

ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୮.୫ ଡିଗ୍ରୀ ରେକର୍ଡ କରାଯାଇଛି । ଏବେ ରାଜ୍ୟରେ ସାମୁଦ୍ରିକ ବାୟୁର ପ୍ରଭାବ କମ୍ ରହିଛି । ଏଥିସହ ବାୟୁମଣ୍ଡଳରେ ଆର୍ର୍ଦ୍ରତା ନଥିବା ବେଳେ ବର୍ଷାର ସମ୍ଭାବନା ମଧ୍ୟ ନାହିଁ । ୨ ଦିନ ରାଜ୍ୟରେ ପ୍ରଚଣ୍ଡ ଖରା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି