Masthead

ପଶ୍ଚିମ ଓଡ଼ିଶା ଗସ୍ତରେ ମୁଖ୍ୟମନ୍ତ୍ରୀ

ବରଗଡ଼ (ବଡ଼ ଖବର ବ୍ୟୁରୋ): ଆଜି ପଶ୍ଚିମ ଓଡ଼ିଶା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ପାଇଁ ସବୁ ପ୍ରସ୍ତୁତି ସରିଛି । ବରଗଡ଼, ନୂଆପଡା, କଳାହାଣ୍ଡି ଜିଲ୍ଲା ଗସ୍ତ କରିବା ସହ ସେଠାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ । ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ଡାକୋଟା ବିମାନର ଉନ୍ମୋଚନ ପରେ ମୁଖ୍ୟମନ୍ତ୍ରୀ ବରଗଡ଼ ଗସ୍ତରେ ଯିବେ । ଯାହା ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଡାକୋଟାର ଉନ୍ମୋଚନ ପରେ ମୁଖ୍ୟମନ୍ତ୍ରୀ ବିମାନବନ୍ଦର ପରିସରରେ ଭୁବନେଶ୍ୱର-ରଙ୍ଗେଇଲୁଣ୍ଡା ବିମାନ ସେବାକୁ ମଧ୍ୟ ଶୁଭାରମ୍ଭ କରିବେ ।

ସକାଳ ୯ ଟା ୪୦ ମିନିଟ୍ ସମୟରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରୁ ସ୍ୱତନ୍ତ୍ର ବିମାନ ଯୋଗେ ବରଗଡ ଗସ୍ତରେ ଯିବେ । ବରଗଡ଼ ଜିଲ୍ଲା ପଦ୍ମପୁର ସତୀଭାଟ ଏୟାରଷ୍ଟ୍ରିପରେ ପହଂଚିବେ । ସେଠାରୁ ହେଲିକ୍ୟାପ୍ଟର ଯୋଗେ ସୋହେଲାର ହଳଦୀପଲ୍ଲୀ ଗାଁକୁ ଯିବେ । ସେଠାରେ ବରଗଡ଼ ଜିଲ୍ଲା ପାଇଁ ୨୩୪ ପ୍ରକଳ୍ପର ଉଦଘାଟନ ସହ ଶିଳାନ୍ୟାସ କରିବେ ନବୀନ । ଏଥିସହ ସାଧାରଣ ସଭାରେ ଉଦବୋଧନ ଦେବେ ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼