Masthead

ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହେବ ଡାକୋଟା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହେବ ଡାକୋଟା । ବିଜୁ ବାବୁଙ୍କ ପି୍ରୟ ବିମାନ ଡାକୋଟା ଭୁବନେଶ୍ୱର ବିମାନବନ୍ଦରରେ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ସଂଗ୍ରାମୀ, ଆଧୁନିକ ଓଡ଼ିଶାର ନିର୍ମାତା, ଦୁଃସାହସିକ ପାଇଲଟ୍ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ପ୍ରିୟ ବିମାନ ‘ଡକୋଟା’ । ଏଥିପାଇଁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ସବୁପ୍ରକାରର ପ୍ରସ୍ତୁତି ଶେଷ ହୋଇଛି ।

ବିଜୁ ବାବୁଙ୍କ ୧୦୭ ତମ ଜନ୍ମ ଜୟନ୍ତ୍ରୀ ଅବସରରେ ଆଜି ସକାଳ ୯ ଟା ୨୫ ମିନିଟ୍ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡାକୋଟାର ଉନ୍ମୋଚନ କରିବେ । ଜାନୁଆରୀରେ ଭୁବନେଶ୍ୱର ଆସିଥିଲା ବିଜୁ ପଟ୍ଟନାୟକଙ୍କ ଡାକୋଟା ବିମାନ । କୋଲକାତାରୁ ଭୁବନେଶ୍ୱର ବିମାନ ବନ୍ଦରକୁ ବିମାନକୁ ଅଣାଯାଇଥିଲା । ଭୁବନେଶ୍ୱର ବିମାନବନ୍ଦର ସମ୍ମୁଖରେ ଏହାକୁ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼