Masthead

ମନିଷଙ୍କ ବ୍ୟାନର ବିରୋଧରେ ମାମଲା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀର ଏକ ସରକାରୀ ସ୍କୁଲ ଗେଟରେ ଲାଗିଛି ‘ଆଇ ଲଭ ମନିଷ ସିସୋଦିଆ’ ବ୍ୟାନର । ବ୍ୟାନର ଲାଗିବା ଘଟଣାରେ ଦିଲ୍ଲୀ ପୋଲିସ କରିଛି ମାମଲା ଦାୟର । ଶନିବାର ଦିଲ୍ଲୀର ଶାସ୍ତ୍ରୀ ପାର୍କ ଅଞ୍ଚଳରେ ସ୍ଥାନୀୟ ଲୋକେ ବ୍ୟାନର ଲଗା ଘଟଣାକୁ ବିରୋଧ କରିଥିଲେ । ଏହାକୁ ନେଇ ସେମାନେ ପୋଲିସରେ ଅଭିଯୋଗ କରିଥିଲେ । ଏହାପରେ ଶାସ୍ତ୍ରୀ ପାର୍କ ପୋଲିସ ଷ୍ଟେସନରେ ପିଲ୍ଲୀ ପ୍ରିଭେସନ୍ ଅଫ୍ ଡିଫେସମେଣ୍ଟ ଅଫ୍ ପ୍ରପର୍ଟି ଆକ୍ଟର ଧାରା ଅନୁଯାୟୀ ମାମଲା ରୁଜୁ କରାଯାଇଛି ।

ସ୍ଥାନୀୟ ଲୋକେ କହିଛନ୍ତି ଆମ ଆଦମୀ ପାର୍ଟିର କେତେଜଣ କର୍ମୀ ଶାସ୍ତ୍ରୀ ନଗର ଅଞ୍ଚଳରେ ଥିବା ସରକାରୀ ସ୍କୁଲର ଗେଟରେ ‘ଆଇ ଲଭ ମନିଷ ସିସୋଡଇଆ’ ଲେଖାଥିବା ବ୍ୟାନର ଲଗାଉଥିବା ଦେଖାଯାଇଥିଲା । ସେମାନେ ସ୍କୁଲରୁ ଏକ ଡେସ୍କ ଆଣି ତା’ ଉପରେ ଚଢି ଏହି ବ୍ୟାନର ଲଗାଇଥିଲେ । ଏତିକିବେଳେ କେତେଜଣ ସ୍ଥାୟୀୟ ଲୋକେ ବାରଣ କରିଥିଲେ କହିଥିଲେ ଏହା ଶିକ୍ଷାର ମନ୍ଦିର ଏହାକୁ ରାଜନୀତିଠାରୁ ଦୂରେଇ ରଖନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ