Masthead

ଗ୍ୟାସ୍ ଲିକ ହୋଇ ଅଗ୍ନିକାଣ୍ଡ, ୪ଗୁରୁତର

ରାଉରକେଲା (ବଡ଼ ଖବର ବ୍ୟୁରୋ): ଗ୍ୟାସ ଲିକ୍ ହୋଇ ଭୟଙ୍କର ଅଗ୍ନିକାଣ୍ଡ । ୪ ଗୁରୁତର । ରାଉରକେଲା ସହରର ରେଲୱେ କଲୋନୀର ଛୋଟା ପାର୍କ ନିକଟରେ ଘଟିଛି ଅଭାବନୀୟ ଘଟଣା । ଏକ ଗ୍ୟାସ ସିଲିଣ୍ଡର ବୋଝେଇ ଟ୍ରକ୍‌ରୁ ଟାଙ୍କି ଓହ୍ଲାଇବା ସମୟରେ ଗ୍ୟାସ ଲିକ୍ ହୋଇଥଲା । ନିକଟରେ ଏକ ଚୁଲିରେ ନିଆଁ ଜଳୁଥିଲା। ଗ୍ୟାସ୍ ଲିକ୍‌ ହେବା ପରେ ନିଆଁ ସଂସ୍ପର୍ଶରେ ଆସି ଯାଇଥିଲା ଓ ଟାଙ୍କିରେ ନିଆଁ ଲାଗି ଯାଇଥିଲା। ଉକ୍ତ ନିଆଁକୁ ଲିଭାଇବାକୁ ଯାଇ ୪ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କ ଶରୀରର ପ୍ରାୟ ୩୦% ପୋଡ଼ିଯାଇଛି। ଆହତମାନଙ୍କୁ ରାଉରକେଲା ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା